ଆରମ୍ଭ ହେଲା ଭୀଷଣ ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ 'ମୋନ୍ଥା'ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ଆରମ୍ଭ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ବଡ଼ ଅପଡେଟ୍‌ । ବାତ୍ୟା ମୋନ୍ଥାକୁ ନେଇ ସବୁଠୁ ବଡ଼ ଅପଡେଟ୍‌ । ଆରମ୍ଭ ହେଲା ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍‌ । ଲ୍ୟାଣ୍ଡଫଲ୍‌ ଆରମ୍ଭ ହେଉହେଉ ସାମାନ୍ୟ ଦକ୍ଷିଣକୁ ବୁଲିଗଲା ବାତ୍ୟା। ଆନ୍ଧ୍ରପ୍ରଦେଶ କାକିନାଡା ପରିବର୍ତ୍ତେ ମଚ୍ଛଲିପଟନରେ ମାଡ଼ ହେବାକୁ ଯାଉଛି।

landfall

ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ୪ରୁ ୫ଘଣ୍ଟା ରହିବ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଆଇଏମଡି ଡିଜି ସୂଚନା ଦେଇଛନ୍ତି। ଏହି ପ୍ରକ୍ରିୟା ମଧ୍ୟରାତ୍ରୀ ଯାଏ ରହିବ। ୧୨ଟା ଯାଏ ଏହି ପ୍ରକ୍ରିୟା ରହିବ। ଘଣ୍ଟାପ୍ରତି ୧୫ କିମି ବେଗରେ ଆସୁଛି । ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୧୦୦ରୁ ୧୧୦ କିମି ରହିପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+