ଆଗାମୀ ଦିନରେ ଜମିଜମା କିଣାବିକା ହେବ ସମ୍ପୂର୍ଣ୍ଣ କ୍ୟାସଲେସ୍‌: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ଆଗାମୀ ଦିନରେ ଜମିଜମା କିଣାବିକା ସମ୍ପୂର୍ଣ୍ଣ କ୍ୟାସଲେସ୍‌ ହେବ । ଜମିଜମା କିଣାବିକାକୁ କ୍ୟାସଲେସ୍‌ କରିବାକୁ ଯୋଜନା । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏହାଦ୍ୱାରା ଲାଞ୍ଚ କାରବାରକୁ ରୋକାଯାଇପାରିବ କହିଲେ।

Revenue Minister Suresh Pujari
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+