ଅଧିକ ବର୍ଷା ଥିବାରୁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା, ଅଗ୍ନିଶମ ଡିଜି
ଅଧିକ ବର୍ଷା ଥିବାରୁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା । ସୂଚନା ଦେଲେ ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ। ଗଜପତି ଜିଲ୍ଲାରେ ୩/୪ଟି ବ୍ଲକ୍ରେ ଭୂସ୍ଖଳନ ଆଶଙ୍କା'। ରାୟଗଡ଼ା, ମାଲକାନଗିରିରେ ମଧ୍ୟ ଭୂସ୍ଖଳନ ଆଶଙ୍କା ରହିଛି' । ପାହାଡ଼ ପାଦ ଦେଶରେ ଥିବା ଲୋକେ ଆଶ୍ରୟସ୍ଥଳକୁ ଯାଆନ୍ତୁ' । ମାଟି ଓଦା ଥିବାରୁ ଅଧିକ ବର୍ଷା ହେଲେ ମାଟି ଧସିପାରେ' । ଆମ ପାଇଁ ଏଥର ପବନ ଅପେକ୍ଷା ବର୍ଷା ଅଧିକ ଚ୍ୟାଲେଞ୍ଜ୍ । ୧୩୦ଟି ଟିମ୍ ପ୍ରସ୍ତୁତ ହୋଇ ରହିଛି, ପରିସ୍ଥିତିକୁ ମୁକାବିଲା କରିବୁ' ।













Click it and Unblock the Notifications