Get Updates
Get notified of breaking news, exclusive insights, and must-see stories!

ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ଟଙ୍କା ସଂଗ୍ରହ, ଏତିକି ସୁନା

ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଥିଲା। ଏନେଇ ବିଧାନସଭାରେ ଆଇନ ମନ୍ତ୍ରୀ ପଥ୍ବୀରଜ ହରିଚନ୍ଦନଙ୍କ ଲିଖିତ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ଭକ୍ତମାନେ ୩ କେଜି ୪୪୧ ଗ୍ରାମ ମିଶ୍ରିତ ସୁନା ଦାନ କରିଛନ୍ତି। ୩୩ କେଜି ୬୪୮ ଗ୍ରାମ ମିଶ୍ରିତ ରୁପା ଅଳଙ୍କାର ଦାନ କରିଛନ୍ତି। -୧୯୮୧ରୁ ୨୦୨୪-୨୫ ସୁଦ୍ଧା ୫୮ କେଜି ୩୧୭ ଗ୍ରାମ ସୁନା ହୁଣ୍ଡିରୁ ସଂଗ୍ରହ ହୋଇଛି।

puri

ଅନ୍ୟପକ୍ଷେ, ୧୫୮ କେଜି ୮୩୬ ଗ୍ରାମ ରୁପା ଦାନ ହୁଣ୍ଡିରୁ ସଂଗ୍ରହ ହୋଇ ଥିବା ଆଇନ ମନ୍ତ୍ରୀ କହିଛନ୍ତି। ୨୦୧୧ରୁ ୨୦୨୪-୨୫ ଭିତରେ ହୁଣ୍ଡି ଓ ଅନ୍ୟାନ୍ୟ ଦାନରୁ ୩୦୪ କୋଟି ୫୭ ଲକ୍ଷ ସଂଗ୍ରହ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+