ସ୍ୱର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସ ଅଟକ
ସ୍ୱର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଛତିଶଗଡ଼ ମହାସମୁଦ ଜିଲ୍ଲା ସରେଇପାଲି ଥାନାରେ ଅଟକ ରଖାଯାଇଛି । ତାଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚଙ୍କୁ ମଧ୍ୟ ଅଟକ ରଖାଯାଇଛି । ଆଜି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅବନାସ୍ଥା ଭୋଟ୍ ରହିଛି । ତେବେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିଛନ୍ତି ବିଶାଲ ।













Click it and Unblock the Notifications