ଗୃହରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା ; ନବଙ୍କ ପରିବାର ଲୋକଙ୍କ ହେଲା ବୟାନ ରେକର୍ଡ

ନବ ଦାସ ହତ୍ୟା ଘଟଣାରେ ସାନି ତଦନ୍ତ ଆରମ୍ଭ ହୋଇଛି। ନବଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ କରାଯାଇଛି। ଗୃହରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେମାନେ ନ୍ୟାୟ ଦେଇ ପାରିି ନ ଥିଲେ, ତେଣୁ ଆମକୁ ଲେଖିକି ଦେଲେ ତାଙ୍କ ଘରେ କ୍ରାମବ୍ରାଞ୍ଚ ପହଞ୍ଚି ବୟାନ ରେକର୍ଡ କରିଛି ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

Prithviraj Harichandan

ନବ ଦାସଙ୍କ ଝାରସୁଗୁଡ଼ା ଘରେ ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ । ନୂଆ ତଦନ୍ତ ଅଧିକାରୀ ଓ ଜଣେ ମହିଳା ଅଧିକାରୀ ପହଞ୍ଚିଲେ। ବୟାନ ରେକର୍ଡ ପାଇଁ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍।

ନବ ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରିଛନ୍ତି ନବ ଦାସଙ୍କ ସ୍ତ୍ରୀ । ସେ ଇ-ମେଲ ଜରିଆରେ ସାକ୍ଷାତକାରର ସମୟ ମାଗିଛନ୍ତି। ଇ-ମେଲ ସହ ପୋଷ୍ଟାଲରେ ମଧ୍ୟ ଏକ ଚିଠି ପଠାଇ ସମୟ ମାଗିଛନ୍ତି ନବ ଦାସଙ୍କ ସ୍ତ୍ରୀ । ସିବିଆଇ ତଦନ୍ତ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଁଥିବା ଚିଠିରେ ଉଲ୍ଲେଖ ରହିଛି । ଏନେଇ ନବ ଦାସଙ୍କ ପୁଅ ବିଶାଳ ଦାସ ସୂଚନା ଦେଇଛନ୍ତି। ଗତ ୧୧ ତାରିଖରେ ମା' ଇ-ମେଲ କରିଥିବା ପୁଅ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+