ବିଜେଡିକୁ କଡ଼ା ଭର୍ତ୍ସନା କଲେ ଆଇନ ମନ୍ତ୍ରୀ; କହିଲେ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ କଥାରେ ପଡ଼ି ଯାହା କଲେ..

ବିଜେଡିକୁ ଭର୍ତ୍ସନା କଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବିଜେଡି ଶାସନରେ ଥିଲା ବେଳେ ସମାଧାନ ପାଇଁ ଆଲୋଚନାକୁ ଗଲେନି' । '୨୦୧୬ରେ କେନ୍ଦ୍ର ସରକାର ଦୁଇ ରାଜ୍ୟକୁ ଆଲୋଚନାକୁ ଡାକିଥିଲେ' । ଥରେ ମାତ୍ର ଆଲୋଚନାକୁ ଗଲେ, ଆଉ ଦୁଇ ଥର ଗଲେନି' ।

pruthiraj harichanda

ରାଜନୈତିକ ଫାଇଦା ପାଇଁ ଟ୍ରିବ୍ୟୁନାଲ୍‌କୁ ଗଲେ, ଯାହା ଲମ୍ବା ସମୟ ଚାଲେ' । ଆଜି ଓଲଟା କଥା କହୁଛନ୍ତି, ମହାନଦୀକୁ ନେଇ ବହୁତ ରାଜନୀତି କଲେ' । ଆମ ସରକାରକୁ ଆଉ ଜ୍ଞାନ ଦେବା ଦରକାର ନାହିଁ' । କେମିତି ସମାଧାନ ହେବ ଆମ ସରକାର ଯତ୍ନବାନ ପୃଥ୍ବୀରାଜ । ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ କଥାରେ ପଡ଼ି ଯାହା କଲେ, ସେଥିପାଇଁ କାନ୍ଦୁଛନ୍ତି' ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+