ରଥଯାତ୍ରା ଦଳାଚକଟା ରିପୋର୍ଟ ନେଇ ଆଇନ୍ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ରଥଯାତ୍ରା ଦଳାଚକଟା ରିପୋର୍ଟ ନେଇ ଆଇନ୍ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ଆମେ କୌଣସି ରିପୋର୍ଟ ଚାପିବୁ ନାହିଁ । ଖୁବ୍ ଶୀଘ୍ର ଏହି ରିପୋର୍ଟ ପ୍ରକାଶ କରାଯିବ । ଉନ୍ନୟନ କମିଶନର ଅନୁଗର୍ଗ ଏନେଇ ରିପୋର୍ଟ ଦାଖଲ କରିଛନ୍ତି । ମୁଖ୍ୟମନ୍ତ୍ରୀ ଖୁବଶିଘ୍ର ପଦକ୍ଷେପ ନେବେ। ସେହି ଅନୁସାରେ କାର୍ଯ୍ୟ ଆରମ୍ଭ ହୋଇଛି । ପୂର୍ବ ସରକାରରେ ୨୩ ଟି ରିପୋର୍ଟ ଚାପିଥିଲେ। ଆମେ ସେହି ଲାଇନ୍ ରେ ଯିବୁନାହିଁ ।

Law Minister s response to Rath Yatra Dalachkata report

ସୂଚନାମୁତାକ, ରଥଯାତ୍ରା ସମୟରେ ଦଳାଚକଟାରେ ୩ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିଲା । ଯାହାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଜଗନ୍ନାଥ ପ୍ରେମୀ କ୍ଷୁବ୍ଧ ହୋଇଥିଲେ। ସରକାରଙ୍କ ଅପାରଗତାକୁ ଦାୟୀ କରିଥିଲେ ବିରୋଧୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+