ଆଖି ବୁଜିଲେ ଓଡ଼ିଶାର ପ୍ରଥମ ଓଡ଼ିଶୀ ନୃତ୍ୟଙ୍ଗନା, ଗାର୍ଡ ଅଫ ଅର୍ନର ସହ ଶେଷକୃତ୍ୟ ସମ୍ପନ୍ନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଓଡ଼ିଶୀ ନୃତ୍ୟଗୁରୁ ସ୍ୱର୍ଗତ କେଳୁଚରଣ ମହାପାତ୍ରଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଦେହାନ୍ତ ଘଟିଛି । ଗତକାଲି ରାତି ପ୍ରାୟ ୧୧ଟା ୧୦ରେ ତାଙ୍କର ପରଲୋକ ହୋଇଛି।

ଭୁବନେଶ୍ବର: ଓଡ଼ିଶୀ ନୃତ୍ୟଗୁରୁ ସ୍ୱର୍ଗତ କେଳୁଚରଣ ମହାପାତ୍ରଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଦେହାନ୍ତ ଘଟିଛି । ଗତକାଲି ରାତି ପ୍ରାୟ ୧୧ଟା ୧୦ରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତଙ୍କୁ ୮୬ ବର୍ଷ ହୋଇଥିଲା। ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ସହିତ ଗାର୍ଡ ଅଫ ଅର୍ନର ସହ ଶେଷକୃତ୍ୟ ସମ୍ପନ୍ନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Laxmipriya Mohapatra

ସୂଚନାଥଆଉ କି, ଓଡ଼ିଶାର ପ୍ରଥମ ଓଡ଼ିଶୀ ନୃତ୍ୟଙ୍ଗନା ଥିଲେ ଲକ୍ଷ୍ମୀପ୍ରିୟା ମହାପାତ୍ର । ସେ ଥିଲେ ଓଡ଼ିଶୀ ନୃତ୍ୟଗୁରୁ ସ୍ୱର୍ଗତ କେଳୁଚରଣ ମହାପାତ୍ରଙ୍କ ପତ୍ନୀ । ତେବେ ଶ୍ରୀମତୀ ମହାପାତ୍ର ଏବଂ ତାଙ୍କ ପରିବାରର ଓଡ଼ିଶୀ ନୃତ୍ୟର ପ୍ରଚାରରେ ମହାନ ଅବଦାନକୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+