ଫେବୃୟାରୀ ୧୭ରୁ ଆରମ୍ଭ ହେବ ବିଧାନସଭା, ୨୦ ରେ ବଜେଟ୍ ଉପସ୍ଥାପନ
ଆସନ୍ତା ଫେବ୍ରୁଆରୀ ୧୭ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଏପ୍ରିଲ ୮ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଫେବ୍ରୁଆରୀ ୨୩ ଓ ୨୪ରେ ବଜେଟ୍ ଉପରେ ଗୃହରେ ଆଲୋଚନା କରାଯିବ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ଗୃହକୁ ସମ୍ୱୋଧନ କରି ନିଜ ଅଭିଭାଷଣ ରଖିବେ । ଏହା ପରେ ରାଜ୍ୟପାଳଙ୍କ ସହ ଅଭିଭାଷଣ ଉପରେ ଧନ୍ୟବାଦ ଦିଆଯିବ ।

ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ ଅଧିବେଶନ । ବଜେଟ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ । ପ୍ରଥମ ପର୍ଯ୍ୟାୟରେ ୭ଟି ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୨ଟି କାର୍ଯ୍ୟ ଦିବସ ରହିଛି । ମାର୍ଚ୍ଚ ୩୧ ବିଧାନସଭାରେ ବ୍ୟୟମଞ୍ଜୁରୀ ବିଲ୍ ବିଧାନସଭାରେ ପାରିତ ହେବ ।
More From
-
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ଓଡ଼ିଶା ବାସୀଙ୍କ ଭାରି ପ୍ରିୟ ମାଂସ, ଗୃହରେ ସୂଚନା ଦେଲେ ମନ୍ତ୍ରୀ -
ଖୁସିଖବର: ୩୦ଟି ଜିଲାରେ ହେବ MSME ଇ-ପାର୍କ -
ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲ୍ଦାର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ବିଧାନସଭାରେ ବିରୋଧୀ ବିରୋଧୀଙ୍କ ହୋହଲ୍ଲା; ୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ -
ରାଜ୍ୟରେ ଆଜିଠାରୁ ବଢିବ ତାତି -
୭ ଲକ୍ଷ ରାସନକାର୍ଡ ହିତାଧିକାରୀ ନାଁରେ ଲୁଟ -
ଆଜି ବଜେଟ୍ ଅଧିବେଶନର ୩ୟ ଦିନ, ରହିଛି ଏକାଧିକ ବିଭାଗର ପ୍ରଶ୍ନତ୍ତୋର କାର୍ଯ୍ୟକ୍ରମ -
କର୍ତ୍ତବ୍ୟରେ ଅବହେଳା ପାଇଁ ୩ ବନ କର୍ମଚାରୀ ସସପେଣ୍ଡ -
ବିଜେପିରେ ମିଶିଲେ ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା -
ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା -
ଯୁଦ୍ଧରେ ଅଟକିଥିବା ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ










Click it and Unblock the Notifications