ଭୁବନେଶ୍ୱର ବିମାନ ବନ୍ଦରରେ କଲରାପତରିଆ ବାଘ ଆତଙ୍କ
Bhubaneswar Airport: ଭୁବନେଶ୍ୱର ବିମାନ ବନ୍ଦରରେ କଲରାପତରିଆ ବାଘ ଆତଙ୍କ । ଏୟାରପୋର୍ଟ ପରିସର ଡମ୍ପିଂ ୟାର୍ଡରେ ବାଘ ଥିବାନେଇ ସୂଚନା ମିଳିଥିଲା । ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃ୍ଷ୍ଟି ହୋଇଛି । ବିମାନବନ୍ଦର ଆଖପାଖ ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆ ଭୟ ଖେଳାଯାଇଛି । ବାଘକୁ ଠାବ କରିବା ପାଇଁ ବନ ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି ।

ସୂଚନା ଅନୁସାରେ, ଡମ୍ପିୟାର୍ଡ କର୍ମଚାରୀମାନେ କଲରାପତରିଆ ବାଘ ଦେଖିଥିବା ନେଇ ଦାବି କରିଛନ୍ତି । ଖବର ପାଇଁ ଘଟଣାସ୍ଥଳରେ ବନ ବିଭାଗ ଏବଂ ପୋଲିସ ଘଟଣା ସ୍ଥଳୀରେ ପହଞ୍ଚି ବାଘକୁ ଠାବ କରି ପାଇଁ ଉଦ୍ୟମ ଆରମ୍ଭ କରାଯାଇଛି । ତେବେ ଏହା ପୂର୍ବରୁ ମଧ୍ୟ ଗତ ୨୦୧୯ ଫେବ୍ରୁଆରୀ ୨୦ ତାରିଖରେ ଏୟାରପୋର୍ଟ ଅଞ୍ଚଳରେ ବାଘ ଦେଖିବା ପାଇଁ ମିଳିଥିଲା ପରେ ବାଘଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା ବନବିଭାଗ ।
ବର୍ତ୍ତମାନ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି । ବାଘକୁ ଧରିବା ପାଇଁ ବନବିଭାଗ ଆଲର୍ଟ ରହିଛି ପ୍ଲାଷ୍ଟିକ ଜାଲ ଓ ଅନ୍ୟାନ ଉପକରଣ ମଧ୍ୟ ପାଖରେ ପ୍ରସ୍ତୁତ ରଖାଯାଇଛି
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications