ଅଗଷ୍ଟ ୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ୍ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗର ଚିଠି

ଅଗଷ୍ଟ ୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ୍ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗର ଚିଠି। ସବୁ ବିଶ୍ବବିଦ୍ୟାଳୟ କୁଳପତିଙ୍କ ସହ ସରକାରୀ ଓ ବେସରକାରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି । ଅଗଷ୍ଟ ୨୦ ସୁଦ୍ଧା ଶକ୍ତିଶ୍ରୀ ସାଥୀ ବାଛିବା ପାଇଁ ପଦକ୍ଷେପ ନେବାକୁ ଉଲ୍ଲେଖ । ଅଗଷ୍ଟ ୧୪ ସୁଦ୍ଧା ପ୍ରତି ଶ୍ରେଣୀକୁ ପ୍ରତିନିଧିତ୍ବ କରୁଥିବା ଜଣେ ଛାତ୍ରୀ ବାଛିବାକୁ ନିର୍ଦ୍ଦେଶ । ପ୍ରତିନିଧିତ୍ବ ପାଇଁ UG କିମ୍ବା PG ଶେଷ ବର୍ଷର ଛାତ୍ରୀ ବାଛିବାକୁ ନିର୍ଦ୍ଦେଶ । ୬ ଦିନିଆ ଆତ୍ମରକ୍ଷା ତାଲିମ୍ ଆୟୋଜନ ପାଇଁ ମଧ୍ୟ ନିର୍ଦ୍ଦେଶ ।

Letter from the Higher Education Department to open Shaktisri Empowerment Cell by August 25th
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+