ଭୁବନେଶ୍ୱର ପହଞ୍ଚିଲେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡିପ୍ରସାଦ ମହାନ୍ତି

ଭୁବନେଶ୍ୱରରେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ୧୨୦ ବାଟାଲିୟନ ପକ୍ଷରୁ ସ୍ୱାଗତ କରାଯାଇଛି।

ଭୁବନେଶ୍ୱର: ଭୁବନେଶ୍ୱରରେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡିପ୍ରସାଦ ମହାନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ୧୨୦ ବାଟାଲିୟନ ପକ୍ଷରୁ ସ୍ୱାଗତ କରାଯାଇଛି। ସେ ସିଧାସଳଖ ୧୨୦ ବାଟାଲିୟନକୁ ଯାଇ ସେଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ।

ବର୍ତ୍ତମାନ ଲେଫ୍ଟନାଣ୍ଟ ଜେନେରାଲ ଥିବା ଚଣ୍ଡିପ୍ରସାଦ ମହାନ୍ତି ପ୍ରଥମ ଓଡ଼ିଆ ଭାବେ ହେବେ ଦେଶର ପରବର୍ତ୍ତୀ ସେନା ଉପମୁଖ୍ୟ ହେବାକୁ ଯାଉଛନ୍ତି । ଜାନୁଆରୀ ୩୧ରେ ବର୍ତ୍ତମାନ ସେନା ବାହିନୀର ଉପମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଏସକେ ସାଇନି ଅବସର ଗ୍ରହଣ କରିବେ। ଏହାପରେ ଜେନେରାଲ ମହାନ୍ତି ଏହି ପଦବୀର ଦାୟିତ୍ୱ ନେବେ । ଏବେ ସେ ଦକ୍ଷିଣ-ପୂର୍ବ କମାଣ୍ଡରେ ଜେନେରାଲ ଅଫିସର କମାଣ୍ଡିଂ-ଇନ୍‌-ଚିଫ୍‌ ଭାବେ କାର୍ଯ୍ୟ କରୁଛନ୍ତି।

Chandi Prasad Mohanty

ଆସନ୍ତାକାଲି ସୈନିକ ସ୍କୁଲରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ ଚଣ୍ଡିପ୍ରସାଦ। ଗୋପାଳପୁର ଗୋଳାବନ୍ଧ ଆର୍ମି ଡିଫେନ୍ସ କଲେଜ ପରିଦର୍ଶନ କରିବା ପରେ ଭୁବନେଶ୍ୱର ଆସିଛନ୍ତି ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+