୧୦ରୁ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ଆଶଙ୍କା, ପାଣି ପାଗ ବିଭାଗ ପକ୍ଷରୁ ସୂଚନା
ଲଘୁଚାପ ନେଇ ପାଣିପାଗ ବିଶେଷଜ୍ଞ ଶରତ ସାହୁଙ୍କ ସୂଚନା। ୧୦ ତାରିଖରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ଆଶଙ୍କା ରହିଛି । ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କୁଆପଥର ବର୍ଷା ସମ୍ଭାବନା । ୯ରୁ ୧୨ ତାରିଖ ପର୍ଯ୍ୟନ୍ତ ଶୀତର ପ୍ରଭାବ ରହିବ ବୋଲି କହିଛନ୍ତି ଶରତ ସାହୁ ।













Click it and Unblock the Notifications