କୋଭିଡ କଟକଣା ଭିତରେ ପାଳନ ହେବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା
ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏବର୍ଷ ବିନା ଭକ୍ତରେ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ ।
ଭୁବନେଶ୍ୱର: ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏବର୍ଷ ବିନା ଭକ୍ତରେ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ । ଯାତ୍ରା ଆୟୋଜନ ନେଇ ଗାଇଡ୍ଲାଇନ ଜାରି କରିଛି ବିଏମସି । ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭକ୍ତଙ୍କ ପ୍ରବେଶକୁ ଅନୁମତି ମିଳିନାହିଁ । ପୂର୍ବବର୍ଷ ପରି ଏବର୍ଷ ବି ରୁକୁଣା ରଥ ଟାଣିପାରିବେନି ଶ୍ରଦ୍ଧାଳୁ।

ସଂକ୍ରମଣ ବଢ଼ୁଥିବା ବେଳେ ପରମ୍ପରା ରକ୍ଷା କରି କିପରି ଯାତ୍ରା ହୋଇ ପାରିବ ସେ ନେଇ ଅନୁରୋଧ କରାଯାଇଥିଲା। ଆଉ ଆଜି କରୋନା କଟକଣା ମଧ୍ୟରେ ଯାତ୍ରା ହେବା ନେଇ ଅନୁମତି ମିଳିଛି। ପ୍ରଶାସନର ନିଷ୍ପତ୍ତି ଅନୁସାରେ ଅଳ୍ପ ସଂଖ୍ୟକ ସେବାୟତ ରଥ ଉପରେ ରହିବେ। କେବଳ ପୋଲିସ ଓ ସେବାୟତ ହିଁ ରଥ ଟାଣିପାରିବେ ବୋଲି ସୂଚନା ରହିଛି।
ବିଏମସି କମିଶନର ପ୍ରେମଚନ୍ଦ୍ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଗତକାଲି ଏନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇସାରିଛି । ଏହାସହ ବିଡିଏ କାର୍ଯ୍ୟାଳୟରେ ବସିଥିବା ବୈଠକରେ ୪ ନିଯୋଗ, ମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ ସହ ଆଲୋଚନା କରିଥିଲେ ବିଏମସି କମିଶନର।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications