ଓଡ଼ିଶାରେ ବନ୍ଦ ହେବ ମଦ ! ନିଶା ମୁକ୍ତ ହେବ ସାରା ରାଜ୍ୟ

ଓଡ଼ିଶାରେ ମଦ ଉପରେ ଲାଗିବ ରୋକ୍ । ରାଜ୍ୟରେ କମିବ ନିଶା ବ୍ୟବହାର । ରାଜ୍ୟରେ ପର୍ଯ୍ୟାୟ କ୍ରମେ କମିବ ମଦ କାରବାର । ଏଥିପାଇଁ ଅଣ୍ଟା ଭିଡ଼ିଲାଣି ନୂଆ ସରକାର ବୋଲି କହିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

Liquor

ସେହିପରି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀଙ୍କ ବଡ଼ ବୟାନ । ନିଶା ଦ୍ବାରା ସମାଜ କଳୂଷିତ ହେଉଛି । ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ କରାଯାଇଛି।

ମଦ ବନ୍ଦ କରାଯାଇଛି। ଓଡିଶା ସରକାର ମଧ୍ୟ ମଦ ବନ୍ଦ କରିବାକୁ ଚେଷ୍ଟା କରିବେ। ନିଶା କାରବାର କମିଯିବ। ଓଡ଼ିଶାକୁ ମଦ ମୁକ୍ତ ଓ ନିଶା ମୁକ୍ତ କରିବାକୁ ଯୋଜନା କରାଯାଉଛି। ଅବକାରୀ ସମେତ ବିଭିନ୍ନ ବିଭାଗ ସହ ଆଲୋଚନା କରି ପର୍ଯ୍ୟାୟକ୍ରମେ ଏନେଇ ପଦକ୍ଷେପ ନିଆଯିବ । ଡ୍ରଗ୍ଧ କାରବାର ବିରୋଧରେ ଏହି କାର୍ଯ୍ୟକ୍ରମ କରାଯିବ। ସୁସ୍ଥ ସମାଜ ଗଠନ ପାଇଁ ଏହା ବେଶ ଆବଶ୍ୟକ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+