Get Updates
Get notified of breaking news, exclusive insights, and must-see stories!

ପ୍ରଧାନମନ୍ତ୍ରୀ ଆବାସରେ ଲାଗିପାରିବନି ବିଜୁ ପକ୍କାଘର ଲୋଗୋ : ରାଜ୍ୟ ସରକାରଙ୍କୁ ଲୋଗୋ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ ହୋଇଥିବା ଘରେ ଲାଗିପାରିବ ନାହିଁ ବିଜୁ ପକ୍କାଘର ଲୋଗୋ । ରାଜ୍ୟ ସରକାରଙ୍କ ୟୋଜନର ଲୋଗୋ ବ୍ୟବହାର ନକରିବାକୁ ରାଜ୍ୟ ସରକାରମାନଙ୍କୁ କେନ୍ଦ୍ର ସରକାର ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି ।

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ ହୋଇଥିବା ଘରେ ଲାଗିପାରିବ ନାହିଁ ବିଜୁ ପକ୍କାଘର ଲୋଗୋ । ରାଜ୍ୟ ସରକାରଙ୍କ ୟୋଜନର ଲୋଗୋ ବ୍ୟବହାର ନକରିବାକୁ ରାଜ୍ୟ ସରକାରମାନଙ୍କୁ କେନ୍ଦ୍ର ସରକାର ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି । ମାର୍ଚ୍ଚ 30ରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ବିଭାଗ ପ୍ରମୁଖ ସଚିବ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଏନେଇ ଜଣାଇଛନ୍ତି । ଚିଠିରେ ଉଲ୍ଲେଖ ଅଛି ଯେ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧିନରେ ନିର୍ମିତ ଘରେ ରାଜ୍ୟ ସରକାର ସେମାନଙ୍କର ଲୋଗୋ ବ୍ୟବହାର ନକରିବାକୁ ଚିଠିରେ ଉ୍ଲଲେଖ କରାଯାଇଛି ।

PMAY

ସୂଚନା ଥାଉ କି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଘରେ ବିଜୁ ପକ୍କାଘର ଲୋଗୋ ବ୍ୟବହାର ନେଇ ପ୍ରଥମେ ବିଜେପି ଅଭିଯୋଗ କରିଥିଲା । ଆଉ ଏହାକୁ ବିରୋଧ କରି ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ମଧ୍ୟ ବିଜେପି ପକ୍ଷରୁ ଦିଆଯାଇଥିଲା । ଏହା ପରେ ବିଜେପି ପ୍ରତିନିଧିମଣ୍ଡଳୀ କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ଭେଟି ବ୍ୟକ୍ତିଗତ ହସ୍ତକ୍ଷେପ ପାଇଁ ଅନୁରୋଧ କରିଥିଲା ଏହା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+