Lok Sabha Elections 2024: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରାର୍ଥୀପତ୍ର ଯାଞ୍ଚ

Lok Sabha Elections 2024: ଲୋକସଭା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ହେବ ପ୍ରାର୍ଥୀପତ୍ର ଯାଞ୍ଚ । ପ୍ରଥମ ପର୍ଯ୍ୟାୟରେ ଅରୁଣାଚଳ ପ୍ରଦେଶ, ଆସାମ, ବିହାର, ଛତିଶଗଡ଼, ମଧ୍ଯପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମେଘାଳୟ, ମିଜୋରାମ, ନାଗାଲାଣ୍ଡ, ରାଜସ୍ଥାନ, ସିକ୍କିମ, ତାମିଲନାଡୁ, ତ୍ରିପୁରା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ, ଆଣ୍ଡାମାନ ନିକୋବର, ଜାମ୍ମୁ ଓ କାଶ୍ମୀର, ଲାକ୍ଷାଦ୍ୱୀପ ଓ ପୁଡୁଚେରୀ ସମେତ 21 ରାଜ୍ୟର ମୋଟ 102 ଲୋକସଭା ଆସନ ଲାଗି ଆଜି ପ୍ରାର୍ଥୀପତ୍ର ଯାଞ୍ଚ ହେବ । ଏହି ସବୁ ଆସନରେ ଆସନ୍ତା ଅପ୍ରେଲ 19 ରେ ମତଦାନ ହେବ ।

election commission of India

ଅପରପକ୍ଷରେ ଦ୍ୱିତୀୟ ପର୍ଯ୍ୟାୟ ଲାଗି ଆଜି ଜାରି ହେବ ବିଜ୍ଞପ୍ତି । 13 ରାଜ୍ୟ ତଥା ଆସାମ, ବିହାର, ଛତିଶଗଡ଼, କର୍ଣ୍ଣାଟକ, କେରଳ, ମଧ୍ଯପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ରାଜସ୍ଥାନ, ତ୍ରିପୁରା, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ଜାମ୍ମୁ ଓ କାଶ୍ମୀରର 89 ଆସନ ଲାଗି ଜାରି ହେବ ବିଜ୍ଞପ୍ତି । ଏହି ସବୁ ଆସନ ଲାଗି ଅପ୍ରେଲ 4 ରେ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ରହିଛି । ଏହା ପରେ ଅପ୍ରେଲ 5 ରେ ପ୍ରାର୍ଥୀ ପତ୍ର ଯାଞ୍ଚ ହେବ ଏବଂ 26 ରେ ହେବ ମତଦାନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+