ଏୟାରପୋର୍ଟରେ ପହଞ୍ଚିଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଏୟାରପୋର୍ଟରେ ପହଞ୍ଚିଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା । ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀକୁ କରିବେ ଉଦ୍‌ଘାଟନ। ୧୯୯୪ ପରେ ପ୍ରଥମ ଥର ଓଡ଼ିଶାରେ ସଂସଦୀୟ କମିଟିର ବୈଠକ। ସମ୍ମିଳନୀରେ ଭାଗ ନେବେ ରାଜ୍ୟସଭା ଉପାଧ୍ୟକ୍ଷ ଓ ୨ କେନ୍ଦ୍ର ମନ୍ତ୍ରୀ।

Lok Sabha Speaker Om Birla arrives at the airport

ଦେଶର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତିନିଧି ଯୋଗଦେବେ
ବିଧାନସଭା କମିଟି ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟ ଓ ୪ ବିଧାୟକ ଯୋଗଦେବେ।। ଏସ୍‌ସି-ଏସ୍‌ଟି ଉନ୍ନୟନ ସଂସଦୀୟ କମିଟିର ୩୦ ସଦସ୍ୟ ଯୋଗଦେବା କାର୍ଯ୍ୟକ୍ରମ। ଭୁବନେଶ୍ୱରରେ ୨୯ ଓ ୩୦ ତାରିଖ ୨ ଦିନ ଚାଲିବ ଜାତୀୟ ସମ୍ମିଳନୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+