ଜାନୁଆରୀ ମାସର ସବୁ ଛୁଟି ଦିନରେ ଦର୍ଶକଙ୍କ ପାଇଁ ଖୋଲା ରହିବ ଲୋକସେବା ଭବନ ପୁଷ୍ପ ଉଦ୍ୟାନ

ଜାନୁଆରୀ 2023 ରେ ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ।

ଭୁବନେଶ୍ବର: ଜାନୁଆରୀ 2023 ରେ ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ । ଚଳିତ ମାସରେ ରବିବାର ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟିକୁ ମିଶାଇ ମୋଟ ଆଠଟି ଛୁଟିରେ ଅପରାହ୍ନ 4ଟାରୁ 6ଟା ପର୍ଯ୍ୟନ୍ତ ଜନସାଧାରଣ ଲୋକସେବା ଭବନ ପୁଷ୍ପ ଉଦ୍ୟାନ ବୁଲି ଦେଖିପାରିବେ ।

Lokaseba Bhaban

ଆଜି ନୂଆବର୍ଷରେ ଜନସାଧାରଣ ଲୋକସେବା ଭବନ ଉଦ୍ୟାନ ବୁଲି ଦେଖିପାରିବେ । ଏହି ଉଦ୍ୟାନ ବର୍ତ୍ତମାନ ବିଭିନ୍ନ କିସମର ଫୁଲରେ ସଜେଇ ହୋଇ ଅତ୍ୟନ୍ତ ମନୋରମ ପରିବେଶ ସୃଷ୍ଟି କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+