ମହାପ୍ରଭୁଙ୍କ ଝଲକ ଟିକେ ପାଇବାକୁ ବ୍ୟଗ୍ରତା; ବଡ଼ଦାଣ୍ଡରେ ଭକ୍ତଙ୍କ ଲମ୍ବା ଲାଇନ୍
ନୂଆବର୍ଷରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ପୁରୀରେ ଅସମ୍ଭାଳ ଭିଡ଼ । ଗଲା କେଇଦିନ ହେଲା ଲାଗି ରହିଛି ଭିଡ଼ । ମହାପ୍ରଭୁଙ୍କ ଝଲକ ଟିକେ ପାଇବାକୁ ବ୍ୟଗ୍ରତା, ବଡ଼ଦାଣ୍ଡରେ ଭକ୍ତଙ୍କ ଲମ୍ବା ଲାଇନ୍ । ଭିଡ଼ ନିୟନ୍ତ୍ରଣ କରିବାକୁ ପୋଲିସ ନାକେଦମ ହୋଇଛି । ଗତକାଲି ପୁରୀକୁ ପ୍ରାୟ ୫ଲକ୍ଷରୁ ଅଧିକ ଭକ୍ତ ଆସିଥିବାରୁ ନୀତିକାନ୍ତିରେ ସମନ୍ୱୟ ରଖାଯାଇ ବିଳମ୍ବିତ ରାତି ଯାଏଁ ଦର୍ଶନ ଜାରି ରହିଥିଲା ।













Click it and Unblock the Notifications