ଆସନ୍ତା କାଲି ଶ୍ରୀଜିଉଙ୍କ ବନକଲାଗି ନୀତି, ପ୍ରାୟ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଆସନ୍ତା କାଲି ଶ୍ରୀଜିଉଙ୍କ ବନକଲାଗି ନୀତି, ପ୍ରାୟ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ:ଆସନ୍ତା କାଲି ଅର୍ଥାତ୍ ବୁଧବାର ଦିନ କାର୍ତ୍ତିକ କୃଷ୍ଣ ନବମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏଥି ପାଇଁ ଭକ୍ତଙ୍କ ଦର୍ଶନ ଉପରେ କଟକଣାଲାଗିଛି । ପ୍ରାୟ ୫ଘଣ୍ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ।

ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ତେବେ ଏହି ବିଶେଷ ନୀତି ପାଇଁ ଭକ୍ତମାନେ ଅପରାହ୍ଣ ୫ଟାରୁ ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ଲୋକ ସର୍ମ୍ପକ ଅଧିକାରୀ ଜିତେନ୍ଦ୍ର ମହାନ୍ତି । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ କରାଯିବ ।
More From
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍... -
ଯୁଦ୍ଧ ଭିତରେ ଖସିଲା ସୁନା ରୂପା ଦାମ, ଜାଣନ୍ତୁ କେତେ ? -
SCB ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ -
ଦିଲ୍ଲୀପ ରାୟ ନିଶ୍ଚିତ ଜିତିବେ କହିଲେ ବିଜୟ ମହାପାତ୍ର












Click it and Unblock the Notifications