ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ, ଜନ୍ମାଷ୍ଟମୀଠାରୁ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆର

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ । ଜନ୍ମାଷ୍ଟମୀଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ଶ୍ରୀମନ୍ଦିରରେ ଯେଉଡ଼ ଭୋଗ ପରେ ଶ୍ରୀକୃଷ୍ଣ ଜନ୍ମନୀତି ଓ ଗତକାଲି ନନ୍ଦଉତ୍ସବ ନୀତି ଅନୁଷ୍ଠିତ ହେବାପରେ ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ ।

Lord jagannath Vanabhoji Vesha

ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ସନ୍ଧ୍ୟାଧୂପ ପରେ ଠାକୁରଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ । ଶ୍ରୀଜିଉଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+