ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୫ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ।ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ପ୍ରଭାବରେ ୧୫ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା।

Low pressure

ଫଳରେ ରାଜ୍ୟରେ ଆଜିଠୁ ୩ ଦିନ ଧରି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ଅର୍ଥାତ ଆସନ୍ତାକାଲି କୋରାପୁଟ, ମାଲକାନଗିରରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଥିବାବଳେ ଗଜପତି, ରାୟଗଡା, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିବ । ୧୩ ରୁ ୧୬ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+