ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା । ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।

Low pressure
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+