ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପୁଣି ଭିଜିବ ଓଡ଼ିଶା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୨୫ ତାରିଖ ପାଖାପାଖି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ୨୬ ପାଖାପାଖି ଅବପାତରେ ପରିଣତ ହେବାର ଅଧିକ ସମ୍ଭାବନା ।

rain
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+