Get Updates
Get notified of breaking news, exclusive insights, and must-see stories!

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଛେଚିବ ପ୍ରବଳ ବର୍ଷା !

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଏହି ଲଘୁଚାପ। ଆସନ୍ତା ୨୫ ତାରିଖ ପାଖାପାଖି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

rain

୨୬ ତାରିଖ ପାଖାପାଖି ଅବପାତରେ ପରିଣତ ହେବାର ଅଧିକ ସମ୍ଭାବନା ରହିଛି। ଆଉ ୨୭ ତାରିଖ ଆଡକୁ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବାନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ମଧ୍ୟ ହୋଇପାରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+