ଓଡ଼ିଶାକୁ ଆସୁଛି ବ୍ୟାକ ଟୁ ବ୍ୟାକ ଲଘୁଚାପ; ସକ୍ରିୟ ହେବ ମୌସୁମୀ

ଭୁବନେଶ୍ୱର: ଆଗକୁ ରହିଛି ବ୍ୟାକ ଟୁ ବ୍ୟାକ ଲଘୁଚାପ । ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ । ଓଡିଶାରେ ସକ୍ରିୟ ହେବ ମୌସୁମୀ । ଆସନ୍ତା ୧୬ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।

୧୫ ତାରିଖ ଦିନ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ସେହିପରି ଆଜି ନୂଆପଡ଼ା, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ବୌଦ୍ଧ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାର କେତେକ ଅଞ୍ଚଳରେ ମଧ୍ୟ ବର୍ଷା ହୋଇପାରେ ।

MONSOON

ପ୍ରାୟ ୪୮ ଘଣ୍ଟା ଧରି ଏପରି ସ୍ଥିତି ଜାରି ରହିବା ପରେ ୧୮ ତାରିଖ ବେଳକୁ ତାହା ଏକ ଲଘୁଚାପରେ ପରିଣତ ହେବ ଓ ଉପକୂଳ ଆଡ଼କୁ ଗତି କରିବ । ଏହାର ପ୍ରଭାବରେ ଦେଶର ପୂର୍ବ, କେନ୍ଦ୍ରୀୟ ଓ ପଶ୍ଚିମ ଭାଗରେ ଧୀରେ ଧୀରେ ମୌସୁମୀ ସକ୍ରିୟ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+