୧୨ ବେଳକୁ ଲଘୁଚାପ ! ଓଡ଼ିଶାରେ କଣ ରହିବ ପ୍ରଭାବ, ବଡ଼ ସୂଚନା ଦେଲା IMD
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୧୦ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ପୂର୍ବରୁ GFS ଅନୁଯାୟୀ ଲଘୁଚାପ ଆକଳନ କରୁଥିବା ବେଳେ ପରେ ECMWF ମଡେଲ ଅନୁମାନ କରିଥିଲା।

ପ୍ରଫେସର ପଶୁପାଳକ କହିଛନ୍ତି, ସମୁଦ୍ର ପୃଷ୍ଠର ତାପମାତ୍ରା ପୂର୍ବାପେକ୍ଷା ୧ ଡିଗ୍ରୀ ବଢ଼ି ୩୦- ୩୧ ଡିଗ୍ରୀ ସେଲସିୟସକୁ ବୃଦ୍ଧି ପାଇଛି । ଏହା ବାତ୍ୟା ପାଇଁ ଅନୁକୂଳ ପରିବେଶ । ସେହିପରି ବାୟୁମଣ୍ଡଳର ତଳସ୍ତରରୁ ଉପର ସ୍ତରକୁ ପୂର୍ବରୁ ପବନର ଗତି ୪୬ କିମିରୁ ୫୫ କିମି ଥିଲା । ଏହାର ବେଗ ହ୍ରାସ ପାଇ ଘଣ୍ଟା ପ୍ରତି ୩୭ କିମି ରହିଛି । ଏହା କମିବା ଦ୍ୱାରା ଲଘ ଘନୀଭୂତ ହେବାକୁ ଅନୁକୂଳ ହେବ ।












Click it and Unblock the Notifications