ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି। ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି। ୨୪ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା । ୨୭ ସକାଳେ ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+