ଆସୁଛି ଲଘୁଚାପ, ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣି ପାଗ ବିଭାଗ

୨୪ ଘଣ୍ଟାରେ ଲଘୁଚାପ । ଉତ୍ତରପଶ୍ଚିମ ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପା ଣିପାଗ ବିଭାଗ । ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି ।

rain

ଆଗାମୀ ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ମୟୂରଭଞ୍ଜ ଓ କେନ୍ଦୁଝରକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+