କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା
କମିବ ତାପମାତ୍ରା । ଘୂର୍ଣ୍ଣିବଳୟ ପ୍ରଭାବରେ କାଲି ଯାଏ ବର୍ଷା ସମ୍ଭାବନା । ଓଡିଶା ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତାକାଲି ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୪ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଅଛି ।
ସେହିପରି ଆଜି ୨୨ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି । ୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଛି । ଅନ୍ୟ ଜିଲ୍ଲାରେ ପାଗ ଶୁଖିଲା ରହିବ । ୧୦ ତାରିଖରୁ ପୁଣି ପାଗ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

More From
-
କଟକ ମୁଣ୍ଡଳି CISF କ୍ୟାମ୍ପ୍ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ -
ଦିଲ୍ଲୀପ ରାୟଙ୍କ ବିଜୟ ନିଶ୍ଚିତ କହିଲେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ -
ଭୁବନେଶ୍ୱର ବିମାନବନ୍ଦରରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଗୁଜରାଟ ଭଳି ଓଡ଼ିଶାର ମଧ୍ୟ ବିକାଶ ହେବ ; ଅମିତ୍ ଶାହ -
ମାର୍ଚ୍ଚ ୩୧ରେ ଦେଶ ନକ୍ସଲବାଦରୁ ମୁକ୍ତ ହେବ କହିଲେ ଶାହ -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ଭକ୍ତଙ୍କୁ ଏବେ ନବୀନ ଭୂତ ଲାଗିଛି, ୧୬ ସେ ଭୂତ ଛାଡ଼ିଯିବ ; ବାବୁ ସିଂ -
ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
କାହିଁକି ଏହି ଦୁଇ ଦେବତା ଶନିଦେବ ଏବଂ ଯମମହାରାଜ କଳା ପୋଷାକ ପିନ୍ଧନ୍ତି, ଏହି ରଙ୍ଗର କ'ଣ ମହତ୍ତ୍ୱ ଅଛି ?












Click it and Unblock the Notifications