୩ ତାରିଖରେ ବନ୍ଦ ରହିବ ମା ଘଟଗାଁ ତାରିଣୀ ମନ୍ଦିର

ଆସନ୍ତା ୩ ତାରିଖ ମଙ୍ଗଳବାର ଚନ୍ଦ୍ର ଗ୍ରହଣ ପଡ଼ୁଥିବାରୁ ତାରିଣୀ ମନ୍ଦିର ବନ୍ଦ ରହିବ। ସୋମବାର ରାତି ୩ଟା ୨୦ରୁ ମଙ୍ଗଳବାର ସନ୍ଧ୍ୟା ୬ଟା ୫୦ ପର୍ଯ୍ୟନ୍ତ ପାକ ତ୍ୟାଗ, ଦେବନୀତି ନିଷେଧ ରହିଛି। ଏଣୁ ୩ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ମା' ତାରିଣୀ ମନ୍ଦିର ଓ ଦୁଆରଶୁଣି ମନ୍ଦିର ବନ୍ଦ ରହିବ।

ଏଥିସହ ପ୍ରସାଦାଳୟ ଓ ଶିବ ମନ୍ଦିର ସମ୍ପୂର୍ଣ୍ଣ ବନ୍ଦ ରହିବ। ସେହିଦିନ ସନ୍ଧ୍ୟା ୬ଟା ୫୦ରେ ଗ୍ରହଣ ସର୍ବମୋକ୍ଷ ପରେ ମା' ତାରିଣୀ ମନ୍ଦିର ଓ ଦୁଆରଶୁଣି ମନ୍ଦିର ମାର୍ଜନା ବେଶ ପରେ ମନ୍ଦିର ଖୋଲାଯିବ। ନୀତିକାନ୍ତି ସରିବା ପରେ ମନ୍ଦିର ବନ୍ଦ କରାଯିବ ବୋଲି ମନ୍ଦିର କାର୍ଯ୍ୟ ନିର୍ବାହୀ ଅଧିକାରୀ ସଞ୍ଜୀବ ମହାପାତ୍ରଙ୍କ ଠାରୁ ସୂଚନା ମିଳିଛି।

Maa Ghatgaon Tarini Temple
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+