ପରିକ୍ରମା ପ୍ରକଳ୍ପ ବେଳେ ଭଙ୍ଗା ଯାଇଥିବା ମଠ, ମନ୍ଦିରର ହେବ ପୁନଃବାସ

ପରିକ୍ରମା ପ୍ରକଳ୍ପ ବେଳେ ଭଙ୍ଗା ଯାଇଥିବା ମଠ, ମନ୍ଦିରର ହେବ ପୁନଃବାସ । ୧୯ଟି ମଠକୁ ପୁନଃବାସ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୋହନ ସରକାର ।

ଗୋଟିଏ ଜାଗାରେ ମଠ ଗୁଡ଼ିକର ବିଜେସ୍ଥଳୀ ସ୍ଥାପନ ହେବ । ଏନେଇ ପୁରୀରେ ଜାଗା ଚିହ୍ନଟ ହୋଇଛି । ଗୋଟିଏ ଜାଗାରେ ବିଜେସ୍ଥଳୀ ରହିଲେ ଭକ୍ତଙ୍କ ପାଇଁ ସୁବିଧା ହେବ ।

MAATHAS temples demolished during Parikrama project

ପରିକ୍ରମା ପ୍ରକଳ୍ପ ବେଳେ ଭଙ୍ଗା ଯାଇଥିବା ମଠ ମନ୍ଦିରଗୁଡ଼ିକୁ ପୁନର୍ବାସ କରିବେ ଓଡ଼ିଶାର ବିଜେପି ସରକାର। ଏନେଇ ନୀତିଗତ ନିଷ୍ପତ୍ତି ନିଆଯାଇଛି। ଖାଲି ସେତିକି ନୁହେଁ, ଇତିମଧ୍ୟରେ ୧୯ଟି ମଠକୁ ପୁନର୍ବାସ ପାଇଁ ପ୍ରକ୍ରିୟା ଆରମ୍ଭ ମଧ୍ୟ ହୋଇଛି। ଗୋଟିଏ ଜାଗାରେ ମଠଗୁଡ଼ିକର ବିଜେସ୍ଥଳୀ ସ୍ଥାପିତ କରାଯିବ। ଏଠି ପୁରୀ ସହରରେ ଏକ ଜାଗା ଚିହ୍ନଟ ହୋଇଛି। ଗୋଟିଏ ଜାଗାରେ ମଠଗୁଡ଼ିକର ବିଜେସ୍ଥଳୀ ରହିଲେ ଭକ୍ତମାନଙ୍କୁ ଦର୍ଶନ ଏବଂ ସେବା ପୂଜା ପାଇଁ ସୁବିଧା ହେବ। ଏନେଇ ଦେଵାତ୍ତର କମିସନଙ୍କ ସହ ଦୁଇ ଥର ବୈଠକ ମଧ୍ୟ ହୋଇଛି।

ଗୋଟିଏ ଜାଗାରେ ମଠଗୁଡ଼ିକର ବିଜେସ୍ଥଳୀ ସ୍ଥାପିତ କରାଯିବ। ଏଠି ପୁରୀ ସହରରେ ଏକ ଜାଗା ଚିହ୍ନଟ ହୋଇଛି। ଗୋଟିଏ ଜାଗାରେ ମଠଗୁଡ଼ିକର ବିଜେସ୍ଥଳୀ ରହିଲେ ଭକ୍ତମାନଙ୍କୁ ଦର୍ଶନ ଏବଂ ସେବା ପୂଜା ପାଇଁ ସୁବିଧା ହେବ। ଏନେଇ ଦେଵାତ୍ତର କମିସନଙ୍କ ସହ ଦୁଇ ଥର ବୈଠକ ମଧ୍ୟ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+