ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁ ପାଢ଼ୀ
ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ । । ତୋଶାଳୀ ଭବନରେ ବିଧିବଦ୍ଧ ଭାବେ ଦାୟିତ୍ବ ନେଲେ ।

ଣିକି ଦାୟିତ୍ୱ ତୁଲାଇବେ ଅବସରପ୍ରାପ୍ତ ଆଇଏଏସ୍ ମଧୁସୂଦନ ପାଢ଼ୀ। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା କମିଶନର ପଦ।
ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧ ବ୍ୟାଚ୍ ଆଇଏଏସ୍ ଅଫିସର, ଯିଏ କି ପୂର୍ବରୁ ଓଡ଼ିଶା ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିଲେ।












Click it and Unblock the Notifications