Get Updates
Get notified of breaking news, exclusive insights, and must-see stories!

ହୀରାକୁଦରେ ଖୋଲିଲା ଆହୁରି ୪ ଗେଟ୍ , ମହାନଦୀରେ ବଢିବାରେ ଲାଗିଛି ଜଳ ସ୍ତର

Hirakuda Dam, Hirakuda, Hirakuda Gate, Hirakuda Gate Open, ହୀରାକୁଦ, ହୀରାକୁଦ ଗେଟ୍, ବନ୍ୟାଜଳ ନିଷ୍କାସନ, ବନ୍ୟାଜଳ

ଭୁବନେଶ୍ୱର: ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ହୋଇପାରେ । ଯଦି ଉପର ମୁଣ୍ଡରେ ଅର୍ଥାତ ଛତିଶଗଡ଼ରେ ବର୍ଷା ଲାଗି ରହେ ଏବଂ ଓଡ଼ିଶାରେ ବି ଏହି ଭଳି ବର୍ଷା ଜାରି ରୁହେ ତେବେ ବନ୍ୟା ହେବାର ସମ୍ଭାବନା ରହିଛି । ତେବେ ମହାନଦୀ ରେ ସ୍ୱଳ୍ପ ଧରଣର ବନ୍ୟା ଆମେ ଦେଖିବା ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର।

HIRAKUD1

ଶ୍ରୀ ମିଶ୍ର ଆହୁରି କହିଛନ୍ତି ଯେ, ଆସନ୍ତାକାଲି ସକାଳ ୮ଟା ବେଳେ ମୁଣ୍ଡଳୀ ଦେଇ ୬ ଲକ୍ଷ କ୍ୟୁସେକ ପାଣି ଅତିକ୍ରମ କରିବ । ସେପଟେ ଛତିଶଗଡ଼ରେ ପ୍ରବଳ ବର୍ଷା ହେଉଥିବାରୁ ତାଙ୍କର ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ହୀରାକୁଦର ଅଧିକ ଗେଟ ଖୋଲିବା ନେଇ ଚାପ ପକାଉଛନ୍ତି । ମାତ୍ର ଆମେ ତାଙ୍କୁ ଜବାବରେ ଜଣାଇଛୁ ସ୍ଥିତି ଦେଖି ଆମେ ହୀରାକୁଦ ଗେଟ ଖୋଲିବୁ । ବର୍ତ୍ତମାନ ସୁଦ୍ଧା ହୀରାକୁଦରେ ୨୪ ଟି ଗେଟ ଖୋଲାଯାଇଥିବା ବେଳେ ଆଗକୁ ଏହା ବଢ଼ିପାରେ । ସେହିପରି ବୈତରଣୀ ଓ ଜଳକା ନଦୀରେ ଜଳ ସ୍ତର ବଢିବାରେ ଲାଗିଛି । ସ୍ଥିତି ଉପରେ ନଜର ରଖାଯାଇଛି । ସମସ୍ତଙ୍କ ଛୁଟି ବାତିଲ କରାଯାଇ ଆଲର୍ଟ ମୋଡ଼ରେ ରଖାଯାଇଛି। ଦୁର୍ବଳ ନଦୀ ବନ୍ଧ ଉପରେ କଡାକଡି ଭାବେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ବିଜୟ ମିଶ୍ର କହିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+