ମହାନଦୀରେ ଡଙ୍ଗା ବୁଡିବା ଘଟଣା; ଡଙ୍ଗା ଚାଳକ ଓ ଡଙ୍ଗା ଘାଟ ମାଲିକ ଗିରଫ
ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ଡଙ୍ଗା ଚାଳକ ଓ ଡଙ୍ଗା ଘାଟ ମାଲିକକୁ ଗିରଫ କରିଛି ପୋଲିସ । ଏହି ଦୁଇଜଣ ଅଭିଯୁକ୍ତ ହେଲେ ଜିତ ପାଣ୍ଡେ ଓ ନାରାୟଣ ଭୋଇ । ଘଟଣା ପରେ ସେମାନଙ୍କୁ ଅଟକ ରଖିଥିଲା ପୁଲିସ ।
୨୦ ଘଣ୍ଟାର ଅପରେସନ ପରେ ମହାନଦୀରୁ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା ଛତିଶଗଡରେ l ମୃତ ୮ଜଣଙ୍କ ଶେଷକୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ବାଳକ ଥିବା ସୂଚନା।
ଡଙ୍ଗାରେ ଥିବା ବରଗଡ଼ ଓ ଝାରସୁଗୁଡ଼ାର ୯ ଜଣ ଏବଂ ଛତିଶଗଡ଼ର ୩୭ ଜଣଙ୍କୁ ଉଦ୍ଧାର କରାଯାଇଥିଲା ।

ସୂଚନା ଅନୁସାରେ, ଡଙ୍ଗାରେ ପାଖାପାଖି ୫୦ଜଣ ଯାତ୍ରୀ ଥିବାବେଳେ ଡଙ୍ଗାଟି ବୁଡି ଯାଇଥିଲା । ତେବେ ସ୍ଥାନୀୟ ମତ୍ସ୍ୟଜୀବୀ ପ୍ରାୟ ୪୦ଜଣଙ୍କୁ ଉଦ୍ଧାର କରିଛନ୍ତି । ହେଲେ, ଦୁର୍ଭାଗ୍ୟବସତଃ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏମାନେ ସମସ୍ତେ ଛତିଶଗଡ଼ ଖରସେନି ଅଞ୍ଚଳର । ବରଗଡ଼ ଅମ୍ବାଭୋନାର ପଥରସେନିରୁ ପିକନିକ୍ ସାରି ଡଙ୍ଗାରେ ଫେରୁଥିବା ବେଳେ ଘଟିଥିଲା ଏହି ଅଘଟଣ ।
୨ଟି ସର୍ଚ୍ଚ କ୍ୟାମେରା ସହାୟତାରେ ନିଖୋଜଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ୫ ଜଣ ସ୍କୁବା ଡାଇଭର ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications