Get Updates
Get notified of breaking news, exclusive insights, and must-see stories!

ଫୁଲୁଛି ମହାନଦୀ, ଆଜି ସନ୍ଧ୍ୟାରେ ମୁଣ୍ଡଳୀରେ ପହଞ୍ଚିବ ବନ୍ୟା ଜଳ

ଫୁଲୁଛି ମହାନଦୀ, ଆଜି ସନ୍ଧ୍ୟାରେ ମୁଣ୍ଡଳୀରେ ପହଞ୍ଚିବ ବନ୍ୟା ଜଳ । ଫଳରେ ମହାନଦୀରେ ଛୋଟ ଧରଣର ବନ୍ୟା ଆସିବ । ସନ୍ଧ୍ୟାରେ ମୁଣ୍ଡଳୀରେ ପହଞ୍ଚିବ ବନ୍ୟା ଜଳ ।

ମୁଣ୍ଡଳୀରେ ସକାଳ ୭ଟା ସୁଦ୍ଧା ୫ ଲକ୍ଷ ୯୬ ହଜାର ୯୫୦ କ୍ୟୁସେକ ବନ୍ୟା ଜଳ ପ୍ରବାହିତ ହେଉଛି । ଜଳକା, ବୈତରଣୀ, ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗରେ କମିଛି ପାଣି । ମହାନଦୀରେ ବିଗତ ଦିନରେ ଉପରମୁଣ୍ଡରେ ବର୍ଷା ହେବା ଯୋଗୁଁ ଅଧିକ ଜଳ ପଶିଛି । ତଳିଆ ଅଞ୍ଚଳରେ ପାଣି ପଶିବା ଆଶଙ୍କା ଥିବାରୁ ପ୍ରଶାସନକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Mahanadi River is swelling
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+