Get Updates
Get notified of breaking news, exclusive insights, and must-see stories!

ମହାନଦୀ ଜଳ ବିବାଦ ଘଟଣା; ଆପୋଷ ବୁଝାମଣାରେ ସମାଧାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଷ୍ଣୁ ଦେଓ ସାଏ

ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ । ମହାନଦୀ ଜଳବିବାଦ ପ୍ରସଙ୍ଗ ଆପୋଷ ବୁଝାମଣାରେ ସମାଧାନ ନେଇ ମୁଖ୍ୟମନ୍ତ୍ରୀ ଚିଠି ଲେଖିଥିଲେ । ମାମଲା ବିଚାରାଧୀନ ଥିବା ଛତିଶଗଡ଼ ସିଏମ ଉତ୍ତରରେ ଉଲ୍ଲେଖ କରିଛନ୍ତି । ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋସ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି।

Mahanadi water dispute inciden

ଅନ୍ୟପଟେ ଆଜି ମହାନଦୀ ଟ୍ରିବ୍ୟୁନାଲର ଶୁଣାଣି ଥିଲା । କିନ୍ତୁ ଟ୍ରିବ୍ୟୁନାଲରେ ସେପ୍ଟେମ୍ବର ୬ ତାରିଖକୁ ଶୁଣାଣି ଘୁଞ୍ଚିଲା । ଉଭୟ ରାଜ୍ୟର ମୁଖ୍ୟ ସଚିବ ଓ ରାଜନୈତିକସ୍ତରରେ ଆଲୋଚନା ଆଗକୁ ବଢ଼ିଛି । ସମାଧାନ ପାଇଁ ଉଭୟ ପକ୍ଷ ରାଜିଥିବା AG ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+