ଘୁଞ୍ଚିଲା ସାଲେପୁର JMFCରେ ମାହାଙ୍ଗା ଡବଲ ମର୍ଡର ଶୁଣାଣି

ସାଲେପୁର JMFCରେ ମାହାଙ୍ଗା ଡବଲ ମର୍ଡର ଶୁଣାଣି ଘୁଞ୍ଚିଲା । ପ୍ରତାପ ଜେନାଙ୍କ ଓକିଲଙ୍କ ପିଟିସନ ଭିତ୍ତିରେ ଶୁଣାଣି ଘୁଞ୍ଚିଲା । ଫେବ୍ରୁଆରୀ ୨୩ ତାରିଖରେ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି ।ହାଇକୋର୍ଟରେ ମାମଲାର ଶୁଣାଣି ଥିବାରୁ ଅନୁମତି ଦେଲେ JMFC କୋର୍ଟ ।

ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ ସାଲେପୁର JMFC କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ ଆଦି ଦେଇଥିବା ଦଫାରେ ମାମଲା ଚାଲୁ ରହିବ ବୋଲି କୋର୍ଟ କହିଥିଲେ ।

mahanga double murder

ସୂଚନାଥାଉକି, 2021 ଜାନୁଆରି 2 ତାରିଖ ରାତିରେ ମାହାଙ୍ଗା ଡବଲ ମର୍ଡର ହୋଇଥିଲା । ଏହି ଘଟଣାରେ ବିଜେପି ନେତା କୁଳମଣି ଓ ତାଙ୍କ ସଂପର୍କୀୟ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ହୋଇଥିଲା । ଅଭିଯୋଗକାରୀ ରମାକାନ୍ତ ବରାଳ 13 ଜଣଙ୍କ ନାମରେ ଅଭିଯୋଗ ଆଣିଥିଲେ । ଏଥିରୁ 9 ଜଣ ଗିରଫ ହୋଇ ସାରିଛନ୍ତି । ଏତଲା ଅନୁଯାୟୀ 13ନଂ ଅଭିଯୁକ୍ତ ଥିଲେ ପ୍ରତାପ ଜେନା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+