Get Updates
Get notified of breaking news, exclusive insights, and must-see stories!

ସୁସ୍ଥ ହେଛନ୍ତି ମହାପ୍ରଭୁ, ଆଜି ଦ୍ବାଦଶୀ ତିଥିରେ ଶ୍ରୀଜିଉଙ୍କ ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ ନୀତି

ସୁସ୍ଥ ହେଛନ୍ତି ମହାପ୍ରଭୁ । ଆଣସରର ଆଜି ଦ୍ବାଦଶୀ ତିଥିରେ ଶ୍ରୀଜିଉମାନଙ୍କ ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ ନୀତି । ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ବଢ଼ିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ ।

ମହାପ୍ରଭୁ ଏବେ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତି ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିବେ ।

Mahaprabhu has recovered

ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁ ଦିବ୍ୟସ୍ନାନ କରି ଜ୍ୱରରେ ପିଡୀତ ହୋଇଥିବା ବେଳେ ଗତକାଲି ଏକାଦଶୀ ତିଥିରେ ଖଳିଲାଗି ଓ ଦଶମୂଳ ମୋଦକ ସେବନ କରି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+