Get Updates
Get notified of breaking news, exclusive insights, and must-see stories!

ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି, ତିନି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ବୁଧବାର ବନ୍ଦ ରହିବ ସାଧାରଣ ଦର୍ଶନ । ବୁଧବାର ଅପରାହ୍ନରେ ପ୍ରାୟ ତିନି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି ଯୋଗୁ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Mahaprabhu s

ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି। ଏଥିପାଇଁ ପ୍ରାୟ ତିନି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣଙ୍କ ଦର୍ଶନ। ଅପରାହ୍ନ ୪ ଟା ଠାରୁ ସନ୍ଧ୍ୟା ୭ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପୌଷ କୃଷ୍ଣ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କର ଦିବା ପହୁଡ଼ ନୀତି କରାଯିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବା । ମହାପ୍ରଭୁଙ୍କ ଏହା ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+