ରାଜ୍ୟରେ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ମୁଖ୍ୟ ଲକ୍ଷ୍ୟ: CS

ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଶେଷ ହୋଇଛି। ସଚିବସ୍ତରୀୟ ବୈଠକ ପରେ ମୁଖ୍ୟ ସଚିବଙ୍କ ସୂଚନା ଦେଇଛନ୍ତି । ପାନୀୟ ଜଳ ପ୍ରକଳ୍ପକୁ ଗୁରୁତ୍ବ ଦେବା ପାଇଁ ଆଲୋଚନା ହୋଇଛି। ଆସନ୍ତା ବଜେଟ୍‌ରେ କଣ ନୂଆ ପଦକ୍ଷେପ ନିଆଯିବ ଆଲୋଚନା ହୋଇଛି'। କ୍ଷେତ୍ର ପରିଦର୍ଶନ ବେଳେ ଅନ୍ୟାନ୍ୟ ଦିଗ ସହ ପାନୀୟ ଜଳ କଥା ବୁଝିବେ ।

cs
କାରଣ ପାନୀୟ ଜଳ ସମସ୍ୟାକୁ ନେଇ ଟିକେ ଅସନ୍ତୋଷ ରହି ଆସିଛି । ଆସନ୍ତା ବଜେଟ୍‌ରେ କଣ ନୂଆ ପଦକ୍ଷେପ ନିଆଯିବ ଆଲୋଚନା ହୋଇଛି । ମୁଖ୍ୟମନ୍ତ୍ରୀ ଦେଇଥିବା ୧୫ ପଏଣ୍ଟର କାର୍ଯ୍ୟକାରୀ ପାଇଁ ଆଲୋଚନା । ପ୍ରତି ମାସ ୧୬ ତାରିଖରେ ଜିଲ୍ଲାପାଳମାନଙ୍କ ସହ VCରେ ବୈଠକ ହେବ । ପ୍ରତି ମାସ ତୃତୀୟ ମଙ୍ଗଳବାର ସିଙ୍ଗିଲ୍‌ ୱିଣ୍ଡୋ ବୈଠକ । ଯାହାଦ୍ବାରା ସଚିବ ଓ ଜିଲ୍ଲାପାଳଙ୍କୁ ସେମାନଙ୍କ କାର୍ଯ୍ୟ କରିବା ସହଜ ହେବ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+