Get Updates
Get notified of breaking news, exclusive insights, and must-see stories!

ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ, ବଦଳିଲେ ଥାନା ଅଧିକାରୀ

ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ । ବଦଳିଲେ ସୁନ୍ଦରଗଡ଼ ଟାଉନ ଥାନା ଅଧିକାରୀ । ସୁନ୍ଦରଗଡ଼ ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ରିଜେଣ୍ଟ ବଜାରରେ ଗୋଷ୍ଠୀ ସଂଘର୍ଷ ଘଟଣାରେ ବଡ଼ ପଦକ୍ଷେପ ନେଇଛି ଜିଲ୍ଲା ଏସପି ।

op

ଘଟଣାରେ ଟାଉନ ଥାନା ଅଧିକାରୀ ପ୍ରୀତି ମଞ୍ଜରୀ ମେଣ୍ଡୁଲିଙ୍କୁ ବଦଳି କଲେ ସୁନ୍ଦରଗଡ଼ ଏସପି । ଗତ ୧୫ତାରିଖରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା । ଘଟଣା ପରେ ସହରରେ ଗୋଟିଏ ଦିନ ପାଇଁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିଥିଲା । ଏହାସହ ୨୪ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ସହରରେ ଇଣ୍ଟରନେଟ ବନ୍ଦ ମଧ୍ୟ ହୋଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+