ମମତା ମହନ୍ତ ହେଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ

Rajya Sabha By Election 2024: ମମତା ମହନ୍ତ ବିଜେପିର ରାଜ୍ୟସଭା ପ୍ରାର୍ଥୀ । ଆଜି ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ଯେଉଁଥିରେ ମମତାଙ୍କ ନାଁ ମଧ୍ୟ ସାମିଲ ରହିଛି । ନିକଟରେ ସେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ ଏପିରିକି ରାଜ୍ୟସଭା ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ ।

Rajya Sabha

ରାଜ୍ୟସଭା ଉପ-ନିର୍ବାଚନ ୨୦୨୪ ପାଇଁ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ୮ ଟି ରାଜ୍ୟରେ ୯ଟି ରାଜ୍ୟସଭା ଆସନ ପାଇଁ ବିଜେପି ଏହି ତାଲିକା ପ୍ରକାଶ କରିଛି। କିରଣ ଚୌଧୁରୀଙ୍କୁ ହରିୟାଣାରୁ ପ୍ରାର୍ଥୀ କରାଯାଇଛି ଏବଂ ରବନିତ ସିଂହଙ୍କୁ ରାଜସ୍ଥାନରୁ ପ୍ରାର୍ଥୀ କରାଯାଇଛି । ସେହିପରି ଓଡ଼ିଶାରୁ ମମତାଙ୍କ ନାଁରେ ମୋହର ମାରିଛି ବିଜେପିର କେନ୍ଦ୍ରୀୟ ନେତୃତ୍ୱ। ସଂଖ୍ୟା ଦୃଷ୍ଟିରୁ ବିଜେପି ଆବଶ୍ୟକ ସଦସ୍ୟ ଥିବାରୁ ମମତା ମହନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ ହୋଇସାରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+