ଅଣ୍ଡା ତରକାରୀ ପାଇଁ ସ୍ତ୍ରୀକୁ ମାରିଲା ସ୍ୱାମୀ

ଖାଇବାବେଳେ ଅଣ୍ଡା ତରକାରୀ ନ ଦେବାରୁ ସ୍ତ୍ରୀକୁ ଚୁଲି ଫୁଙ୍କାରେ ବାଡ଼େଇ ମାରିଲା ସ୍ୱାମୀ। ଏଭଳି ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି ଉଦଳା ଥାନା କୁଟଲିଂ ବନ୍ଧ ସାହି ଗ୍ରାମରେ । ମୃତକ ହେଲେ ବାସନ୍ତୀ ବାସ୍କେ । ସୂଚନା ଅନୁସାରେ, ମଙ୍ଗଳବାର ମଧ୍ୟାହ୍ନରେ କାମ ସାରି ଘରକୁ ଫେରି ଖାଇବାକୁ ବସିଥିଲେ ଲମା ବାସ୍କେ ।

egg curry

ସ୍ତ୍ରୀ ବାସନ୍ତୀ ବାସ୍କେ ଖାଇବାକୁ ଭାତ ଏବଂ ତରକାରୀ ବାଢି ଦେଇଥିଲେ । ହେଲେ ସେ ଆଣିଥିବା ଅଣ୍ଡାର ତରକାରୀ ମାଗିଥିଲେ ଲମା । ସ୍ତ୍ରୀ ଖାଦ୍ୟରେ ଅଣ୍ଡା ତରକାରୀ ନ ଦେବାରୁ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା । ତା' ପରେ ଘର ଦ୍ୱାର ସମ୍ମୁଖରେ ନିର୍ଘାତ ମାଡ଼ ମାରି ପରେ ଚୁଲିଫୁଙ୍କାରେ ବାସନ୍ତୀର ମୁଣ୍ଡରେ ଆଘାତ କରିଥିଲା ସ୍ୱାମୀ ଲମା । ଫଳରେ ଘଟଣାସ୍ଥଳରେ ବାସନ୍ତୀର ମୃତ୍ୟୁ ହୋଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+