Get Updates
Get notified of breaking news, exclusive insights, and must-see stories!

ନାବାଳିକାକୁ ଦୁଷ୍କର୍ମ ମାମଲା:ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍

ନାବାଳିକାକୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ବର୍ଷ ଜେଲ ଦଣ୍ଡାଦେଶ । ଏଥି ସହିତ ୫୦ ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ୬ ମାସ ଅଧିକ କାରା ଦଣ୍ଡାଦେଶ ଶୁଣାଇଛନ୍ତି ମୟୂରଭଞ୍ଜ ଜିଲ୍ଲା ସ୍ବତନ୍ତ୍ର ପୋକସୋ କୋର୍ଟର ବିଚାରପତି ପ୍ରତିମା ପାତ୍ର।

court

ବାରିପଦା ସଦର ଥାନା ଅନ୍ତର୍ଗତ ପାଇକବସା ଅଞ୍ଚଳର ବାପୁନ ମହାନ୍ତକୁ ଦଣ୍ଡାଦେଶ। ୨୦୧୮ ମସିହାରେ ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ବାପୁନକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ବାରିପଦା ସଦର ଥାନା ପୋଲିସ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+