Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ଡିସେମ୍ବର ୨୫ ତାରିଖରୁ ଖୋଲିବ ମଣ୍ଡି, ମନ୍ତ୍ରୀ ଦେଲେ ସୂଚନା

ରାଜ୍ୟରେ ଡିସେମ୍ବର ୨୫ ତାରିଖରୁ ଖୋଲିବ ମଣ୍ଡି । ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ସୂଚନା। ଧାନ ନେବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି' । ଗୋଦାମ ଖାଲି କରିବା ପାଇଁ ମିଲରଙ୍କୁ ଦାୟିତ୍ବ ଦିଆଯାଇଛି। ପଞ୍ଜୀକୃତ ସମସ୍ତ ଚାଷୀଙ୍କ ଠାରୁ ଧାନ କିଣାଯିବ ବୋଲି କହିଛନ୍ତି ସମବାୟ ମନ୍ତ୍ରୀ । ୩୨ଟି ମଡେଲ୍ ମଣ୍ଡି ପାଇଁ ଟେଣ୍ଡର ହୋଇଛି, ୩୦୦ କୋଟି ଟଙ୍କା ବ୍ୟୟବରାଦ'।

Mandi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+