ଆମ୍ବ ଟାକୁଆ ମୃତ୍ୟୁ ମାମଲା; ସାମ୍ନାକୁ ଆସିଲା ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ ତଦନ୍ତ ରିପୋର୍ଟ, ଜାଣନ୍ତୁ କେମିତି ହୋଇଥିଲା ମୃତ୍ୟୁ

କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାରେ ବଡ ତଥ୍ୟ ସାମ୍ନାକୁ ଆସିଛି । ଗୁରୁବାର ଏହି ଘଟଣାର ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ ତଦନ୍ତ ରିପୋର୍ଟ ଆସିଛି ।

Mango Takua Death Case

ଖାଦ୍ୟ ବିଷାକ୍ତ ହୋଇଥିବାରୁ ତାହାକୁ ଖାଇ ମୃତ୍ୟୁ ଘଟିଥିବା ସହ ଖାଦ୍ୟ ନମୁନାରୁ ରୋଗ ସୃଷ୍ଟିକାରୀ ଜୀବାଣୁ ମିଳିଛି । ଖାଦ୍ୟରେ ହାଇଡ୍ରୋଜେନ୍‌ ସଲ୍‌ଫାଇଡ୍‌ ପରୀକ୍ଷା ପିଜିଟିଭ ଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ପରୀକ୍ଷା ରିପୋର୍ଟ ପଜିଟିଭ ଆସିଥିବାରୁ ସନ୍ଦେହ କରୁଛୁ ଖାଦ୍ୟ ବିଷାକ୍ତ ହୋଇଥିଲା ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ଆମ୍ବ ଟାକୁଆ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ସହ ଅନ୍ୟ ୬ ଜଣ ଗୁରୁତର ହୋଇ ଚିିକିତ୍ସିତ ହେଉଛନ୍ତି । ୬ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+