ଗୁଡ଼ି ଉଡ଼ାଇବା ପାଇଁ ମାଞ୍ଜା ସୂତା ମନା,ଉଡ଼ାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଗୁଡି ଉଡ଼ା ସମୟରେ ଘଟୁଥିବା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଟକ କମିଶନରେଟ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି। ମାଞ୍ଜା ସୂତା ବିକ୍ରି କିମ୍ବା ସୂତାରେ ଗୁଡ଼ି ଉଡ଼ାଇଲେ ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ ନିଆଯିବ ବୋଲି କଟକ ଡିସିପି ଚରଣ ସିଂ ମୀନା କହିଛନ୍ତି।

ଏପରିକି ମାଞ୍ଜା ସୂତା ବ୍ୟାନ ସହ ବିକ୍ରି ଉପରେ ହାଇକୋର୍ଟ ମଧ୍ୟ କଟକଣା ଲଗାଇଛନ୍ତି। ମାଞ୍ଜା ସୂତା ବିକ୍ରି କଲେ ବ୍ୟବସାୟୀଙ୍କୁ ଧରିବାକୁ କଟକ ଡିସିପି ନିର୍ଦ୍ଦେଶ ଦେଇଛନ୍ତି।












Click it and Unblock the Notifications